Puri Jagannath Temple: ଆସନ୍ତାକାଲି ସାଢ଼େ ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ

Sep 01, 2026 - 13:54
Puri Jagannath Temple: ଆସନ୍ତାକାଲି ସାଢ଼େ ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ

"ପୁରୀ:  ଆସନ୍ତାକାଲି ସାଢ଼େ ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ।

ଅପରାହ୍ନ ୨ ଟା ୩୦ ଠାରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ୍ ରହିବ।

ଆସନ୍ତାକାଲି ୨ ସେପ୍ଟେମ୍ବର, ବୁଧବାର ,ଭାଦ୍ରବ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖାଲାଗି ନୀତି ଅନୁଷ୍ଠିତ ହେବ ।

Advertisment Theft: ମା' ନାରାୟଣୀଙ୍କ ମନ୍ଦିରରୁ ଚୋରି ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୨ ଟା ୩୦ଠାରୁ ସନ୍ଧ୍ୟା ୭ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ଅର୍ଥାତ୍ ରେଖାପଞ୍ଚମୀ ଦିନ ଅନୁଷ୍ଠିତ ହୋଇଥାଏ।ଏହା ମହାପ୍ରଭୁଙ୍କ ଏକ ସ୍ୱତନ୍ତ୍ର ଏବଂ ଗୁପ୍ତ ନୀତିକାନ୍ତି ଅଟେ।ପରମ୍ପରା ଅନୁଯାୟୀ, ସ୍ନାନ ପୂର୍ଣ୍ଣିମାରୁ ମହାପ୍ରଭୁଙ୍କଠାରୁ ଓଲାଗି ହୋଇଥିବା ସ୍ୱର୍ଣ୍ଣ ରାହୁରେଖାକୁ ଆସନ୍ତାକାଲି ପୁନର୍ବାର ଶ୍ରୀମୁଖରେ ଲାଗି କରାଯିବ।

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)