Puri Jagannath: ନଭେମ୍ବର ୪ରେ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Nov 03, 2026 - 18:33
Puri Jagannath: ନଭେମ୍ବର ୪ରେ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ (ଶିବ ପ୍ରସାଦ ଦାସ): ଆସନ୍ତାକାଲି (ବୁଧବାର) କାର୍ତ୍ତିକ କୃଷ୍ଣପକ୍ଷ ଦଶମୀ ତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବl ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛିl Advertisment Puri Jagannath: ଶ୍ରୀବିଗ୍ରହଙ୍କ ମସ୍ତକରେ ଲାଗି ହେଲା ସୁବର୍ଣ୍ଣ ଚିତା

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)