Rahul Gandhi Hits Back at PM Modi Over NEET Row, Reiterates Three Demands
#ମୋଦିଙ୍କ_ପୋଷ୍ଟ #ରାହୁଲଙ୍କ_ପାଲଟା_ଜବାବ
ଫାଷ୍ଟ-ଟ୍ରାକ୍ କୋର୍ଟରେ ହେବ ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାର ଶୁଣାଣି । ଯୁବପିଢିଙ୍କ ଭବିଷ୍ୟତ ସହ ଖେଳୁଥିବା ଲୋକଙ୍କୁ ଛଡ଼ାଯିବନି। ଏନେଇ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟ ପରେ ପାଲଟା ଜବାବ ଦେଇଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ସୋସିଆଲ ମିଡିଆ ଏକ୍ସରେ ରାହୁଲ କହିଛନ୍ତି, ଯୁବପିଢ଼ିଙ୍କ ଭବିଷ୍ୟତକୁ ସବୁଠାରୁ ଅଧିକ କ୍ଷତି ପହଞ୍ଚାଇଛନ୍ତି ସରକାର । ଦେଶର ଶିକ୍ଷା ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଧ୍ୱଂସ ହେବାକୁ ସୁଯୋଗ ଦେଇଛନ୍ତି । ଛାତ୍ରଛାତ୍ରୀଙ୍କ ପାଇଁ ତିନି ଦଫା ଦାବି ଦୋହରାଇଛନ୍ତି ରାହୁଲ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବରଖାସ୍ତ କରାଯିବା ସହିତ ଛାତ୍ରଛାତ୍ରୀଙ୍କ ନିକଟରେ ସରକାର କ୍ଷମା ମାଗନ୍ତୁ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଆକ୍ରମଣ କରିଥିବା ଲୋକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ରାହୁଲ ଦାବି କରିଛନ୍ତି ।
#NEET#RahulGandhi#PMModi#EducationNews#DharmendraPradhan#StudentProtest#IndiaPolitics#BreakingNews#OdishaTV#OTV
Leader of the Opposition Rahul Gandhi has responded to Prime Minister Narendra Modi's post on the NEET question paper leak, in which the Prime Minister assured strict action against those responsible and announced fast-track courts for the cases. Reacting on X, Rahul alleged that the government has caused the greatest damage to the future of the country's youth and allowed the education system to deteriorate.
Rahul Gandhi reiterated his three demands for students: the dismissal of Union Education Minister Dharmendra Pradhan, an apology from the government to students, and strict action against those allegedly responsible for attacking students during the protests.
For latest news updates follow us on WhatsApp: https://whatsapp.com/channel/0029VaYNIW78qIzrtKKZiD3M
OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts.
Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.
Stay tuned for all the breaking news !
Visit Our Website https://odishatv.in/
News In Odia: http://otvkhabar.in/
Android App: https://bit.ly/OTVAndroidApp
iOS App: https://bit.ly/OTViOSApp
Watch Live: https://odishatv.in/live-tv
YouTube: https://goo.gl/Ehz6OP
Watch our latest news in English: https://bit.ly/3wTgKxc
Facebook: https://www.facebook.com/otvkhabar
OTV English Facebook : https://www.facebook.com/otvnews
Telegram @otvtelegram @otvkhabar
Twitter: https://twitter.com/otvnews
Instagram: https://www.instagram.com/otvnews/
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।