Rain Makes a Comeback: ପୁଣି ଆରମ୍ଭ ହୋଇଯାଇଛି ବର୍ଷା, ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ
ରାଜ୍ୟରେ ପୁଣି ଆରମ୍ଭ ହୋଇଯାଇଛି ବର୍ଷା । ସକ୍ରିୟ ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ପ୍ରଭାବ ଜାରି ରହିବ। ଆଜି ପାଇଁ ୨୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରାଯାଇଛି ।......
ପୁଣି ବର୍ଷା, ଭିଜିବ ଓଡ଼ିଶା
ରାଜ୍ୟରେ ପୁଣି ଆରମ୍ଭ ହୋଇଯାଇଛି ବର୍ଷା
ସକ୍ରିୟ ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ବର୍ଷା
ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ନେଇ ସତର୍କତା ଜାରି
ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ପ୍ରଭାବ ଜାରି ରହିବ
ଆଜି ପାଇଁ ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ
କାଲି ପାଇଁ ୨୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।