Rajendra Dholakia Passes Away: ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ...

ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ । ଚିକିତ୍ସାଧୀନ ଅବସ୍ଥାରେ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ।

08 September 2025 12:50 PM IST
Rajendra Dholakia Passes Away: ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ...

ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ । ଚିକିତ୍ସାଧୀନ ଅବସ୍ଥାରେ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ।

ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ । ଚିକିତ୍ସାଧୀନ ଅବସ୍ଥାରେ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ । ୪ ଥରର ବିଧାୟକ ରାଜେନ୍ଦ୍ର ଢୋଲକିଆ । ୬୯ ବର୍ଷ ବୟସରେ ଢୋଲକିଆଙ୍କ ପରଲୋକ । ୨୦୦୪ରେ ସ୍ବାଧୀନ ଭାବେ ବିଧାୟକ ନିର୍ବାଚିତ ହୋଇଥିଲେ । ୨୦୦୯, ୨୦୧୯ ଓ ୨୦୨୪ରେ ବିଜେଡି ଟିକେଟରେ ବିଧାୟକ ।

Disclaimer: This content has been automatically aggregated from television for informational purposes. To read the original article, please visit television.