Rakhi: ପରିବେଶ ପାଇଁ ଗଛରେ ବାନ୍ଧିଲେ ରାଖୀ

Aug 28, 2026 - 05:24
Rakhi: ପରିବେଶ ପାଇଁ ଗଛରେ ବାନ୍ଧିଲେ ରାଖୀ

"ଭୁବନେଶ୍ବର: ଆଜି ନୂଆପଲ୍ଲୀସ୍ଥିତ କସ୍ତୁରବା ଶିକ୍ଷାଶ୍ରମ ଶିଶୁ ବିଦ୍ୟାମନ୍ଦିରରେ ରକ୍ଷାବନ୍ଧନ ପାଳିତ ହୋଇଛି।

ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟା ଜ୍ୟୋତ୍ସ୍ନାରାଣୀ ନନ୍ଦଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ରୂପେ ପରିଚାଳନା ସମିତିର ଉପସଭାପତି ମହେଶ୍ୱର ବେହେରା ଓ ମୁଖ୍ୟବକ୍ତା ଭାବେ ବିଦ୍ୟାଳୟର ପୂର୍ବତନ ସମ୍ପାଦକ କାହ୍ନୁଚରଣ ମହାକୁଡ଼ ଯୋଗ ଦେଇ ରାକ୍ଷୀ ବାନ୍ଧିବା ଦ୍ବାରା ଭାଇଚାରା ସମ୍ପର୍କ ବଢ଼େ ବୋଲି କହିଥିଲେ।Advertisment Kathatiye jajabara: କଥାଟିଏ-ଯାଯାବର: ରାଜା ଓ ବିଦୂଷକ ପରେ ବିଦ୍ୟାଳୟର ପ୍ରତ୍ୟେକ ଛାତ୍ରଛାତ୍ରୀ ପରସ୍ପରକୁ ରାକ୍ଷୀ ବାନ୍ଧି ମିଠା ଖୁଆଇଥିଲେ।

ସ୍କାଉଟ୍ସ ଆଣ୍ଡ୍‌ ଗାଇଡ୍ସର ଛାତ୍ରୀମାନେ ବୃକ୍ଷରେ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷାର ବାର୍ତ୍ତା ଦେଇଥିଲେ।

Bank account: ପିଏମ୍‌ ଜନଧନ ଯୋଜନାରେ ଆକାଉଣ୍ଟ ସଂଖ୍ୟା ୫୯ କୋଟି ଟପିଲା"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Master Data Analytics

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)