Rath Yatra: ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

Jul 15, 2026 - 23:05
Rath Yatra: ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
Gallery

Rath Yatra: ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା। ଏହା ପୂର୍ବରୁ ଗୋବର୍ଦ୍ଧନ ପୀଠର ଶଙ୍କାରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ଠାରୁ ଆଶୀର୍ବାଦ ନେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।