Ratna Bhandar: ଆସନ୍ତା ୩୧ ଓ ସେପ୍ଟେମ୍ବର ୧ ରେ ହେବ ରତ୍ନଭଣ୍ଡାରର ଗଣତି ମଣତି

Aug 22, 2026 - 12:29
Ratna Bhandar: ଆସନ୍ତା ୩୧ ଓ ସେପ୍ଟେମ୍ବର ୧ ରେ ହେବ ରତ୍ନଭଣ୍ଡାରର ଗଣତି ମଣତି

"ପୁରୀ: ଆସନ୍ତା ଅଗଷ୍ଟ ୩୧ ତାରିଖ ଓ ସେପ୍ଟେମ୍ବର ୧ ତାରିଖ ଦୁଇଦିନ ରତ୍ନଭଣ୍ଡାର ଗଣତି ମଣତି କରାଯିବ।

ଏ ନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଏହି ଗଣତି ମଣତି କରାଯିବ।Advertisment ଶ୍ରଦ୍ଧାଳୁଙ୍କ ସହଯୋଗ ଲୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ ବିଭିନ୍ନ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଉକ୍ତ ଦିନ ଗଣତି ମଣତି କରିବା ନିମନ୍ତେ ନିଷ୍ପତି ନିଆଯାଇଛି।

ଶ୍ରଦ୍ଧାଳୁମାନଙ୍କର ସହଯୋଗ କାମନା କରିଛି ଶ୍ରୀମନ୍ଦିର ପ୍ରଶାସନ ।

Student: ଯୁକ୍ତ ଦୁଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Master Data Analytics

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)