Road Accident: ଭୟଙ୍କର ଦୁର୍ଘଟଣାରେ ୩ଶ୍ରଦ୍ଧାଳୁଙ୍କ ମୃତ୍ୟୁ

Oct 24, 2026 - 12:41
Road Accident: ଭୟଙ୍କର ଦୁର୍ଘଟଣାରେ ୩ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଜୟପୁର: ରାଜସ୍ଥାନର ଜୟପୁର ନିକଟରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି।

ଜାତୀୟ ରାଜପଥ ୪୮ର ବାଗରୁ ଅଞ୍ଚଳରେ ଏକ ମିନିବସ୍‌ ଓ ଟ୍ରଲର ମଧ୍ୟରେ ଧକ୍କା ହେବାରୁ ୩ ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ହୋଇଛି।

ଏହି ଦୁର୍ଘଟଣାରେ ପ୍ରାୟ ୨୫ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୭ ଜଣଙ୍କୁ ଜୟପୁରର ଏସ୍‌ଏମ୍‌ଏସ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ମିନିବସ୍‌ଟି ଖଟୁ ଶ୍ୟାମଙ୍କ ଦର୍ଶନ ପରେ ସାଲାସର ଅଭିମୁଖେ ଯାଉଥିବା ବେଳେ ଏହି ଅଘଟଣ ଘଟିଛି।

Advertisment

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)