Road Accident: ଯାତ୍ରୀବାହୀ ବସ୍କୁ ଧକ୍କା ଦେଲା ଟ୍ରକ୍: ୬ ମୃତ, ୩୦ରୁ ଅଧିକ ଗୁରୁତର
"ତେଲେଙ୍ଗାନା: ତେଲେଙ୍ଗାନାର ସୂର୍ଯ୍ୟପେଟ୍ରେ ଘଟିଛି ଏକ ଭୟଙ୍କର ସଡ଼କ ଦୁର୍ଘଟଣା।
ହାଇଦ୍ରାବାଦରୁ ଆନ୍ଧ୍ରପ୍ରଦେଶର ବିଜୟୱାଡା ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍କୁ ଲୁହା ରଡ୍ ବୋଝେଇ ଟ୍ରକ୍ ଧକ୍କା ଦେବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି।Advertisment ୩୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ଦୁର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।
Violent Gang Attack: ଗୁଳି, ଅପହରଣ ଓ ରକ୍ତପାତ: ହାଇତିରେ ୨୪ ଘଣ୍ଟାର ନରସଂହାର "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
