Road Accident: ଆନ୍ଧ୍ରପ୍ରଦେଶର ପାଲନାଡୁରେ ଭୟଙ୍କର ଦୁର୍ଘଟଣା: ବସ୍-ଅଟୋ ଧକ୍କାରେ ୭ ମୃତ
"ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ପାଲନାଡୁ ଜିଲ୍ଲା ଚିଲକାଲୁରିପେଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ଘଟିଛି।
ଏକ ଘରୋଇ ଯାତ୍ରୀବାହୀ ବସ୍ ଏକ ଅଟୋ-ରିକ୍ସାକୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି।Advertisment ସମସ୍ତେ ଭେଲୁରୁ ଗାଁର ବାସିନ୍ଦା ମୃତକମାନେ ସମସ୍ତେ ଚିଲକାଲୁରିପେଟ ମଣ୍ଡଳର ଭେଲୁରୁ ଗାଁର ବାସିନ୍ଦା ବୋଲି ଜଣାପଡ଼ିଛି।
Road Accident: ଯାତ୍ରୀବାହୀ ବସ୍କୁ ଧକ୍କା ଦେଲା ଟ୍ରକ୍: ୬ ମୃତ, ୩୦ରୁ ଅଧିକ ଗୁରୁତର "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
