Schools, Colleges Closed: ବାତ୍ୟା ପାଇଁ ୧୧ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା, ବନ୍ଦ ରହିବ କଲେଜ ଓ ଅଙ୍ଗନବାଡି କେନ୍ଦ୍ର

Nov 19, 2026 - 10:19
Schools, Colleges Closed: ବାତ୍ୟା ପାଇଁ ୧୧ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା, ବନ୍ଦ ରହିବ କଲେଜ ଓ ଅଙ୍ଗନବାଡି କେନ୍ଦ୍ର

ବାତ୍ୟା ନେଇ ଆଲର୍ଟ।

ରାଜ୍ୟର ୧୧ଟି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା।

ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, ନୟାଗଡ଼ ଓ ରାୟଗଡ଼ା ସମେତ ୧୧ ଜିଲ୍ଲାରେ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ।

Advertisment ଶିଶୁ ବାଟିକାଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ପାଇଁ ଏହି ନିଷ୍ପତ୍ତି ଲାଗୁ ହେବ।

ଖୋର୍ଦ୍ଧା, ନୟାଗଡ଼, ମାଲକାନଗିରି, ରାୟଗଡ଼ା ଓ କୋରାପୁଟରେ ୨୦ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା ହୋଇଥିବା ବେଳେ ଅନ୍ୟ ୬ଟି ଜିଲ୍ଲାରେ ୨୧ ତାରିଖ ପର୍ଯ୍ୟନ୍ତ ତିନିଦିନ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)