Sexual Abuse: ଅମ୍ବାଦଳା ଥାନା ଅଞ୍ଚଳରେ ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗ
ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅଞ୍ଚଳରେ ଜଣେ ୫ ବର୍ଷ ନାବାଳିକା ଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି।
ଜଣେ ୧୪ ବର୍ଷୀୟ ନାବାଳକଙ୍କ ବିରୋଧରେ ଏହି ଅଭିଯୋଗ ଆସିଛି।
ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି ।
ଅଭିଯୋଗ ପାଇବା ପରେ ଅମ୍ବାଦଳା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।
ତେବେ ଘଟଣାର ପ୍ରକୃତ କାରଣ ଓ ସତ୍ୟାସତ୍ୟ ପୁଲିସ ତଦନ୍ତ ପରେ ସ୍ପଷ୍ଟ ହେବ।
Advertisment Suspended BJD MLA: ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସାମିଲ ହେଲେ କଂଗ୍ରେସ ଓ ବିଜେଡିରୁ ନିଲମ୍ବିତ ବିଧାୟକ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
