Shooting: ଅଭିନେତା ଟାଇଗର ଶ୍ରାଫ୍‌ଙ୍କ ଉପରକୁ ଗୁଳିମାଡ଼, ଅନେକ ଆହତ

Oct 18, 2026 - 20:20
Shooting: ଅଭିନେତା ଟାଇଗର ଶ୍ରାଫ୍‌ଙ୍କ ଉପରକୁ ଗୁଳିମାଡ଼, ଅନେକ ଆହତ

"ମୁମ୍ବାଇ: ବଲିଉଡ୍‌ ଅଭିନେତା ଟାଇଗର ଶ୍ରାଫ୍‌ଙ୍କ ଉପରେ ଗୁଳିମାଡ଼ ହୋଇଛି।

ମୁମ୍ବାଇର ଜୁହୁସ୍ଥିତ ପୁଷ୍ପା ପାର୍କରେ ଦୁର୍ବୃତ୍ତମାନେ ଏହି ଗୁଳିମାଡ଼ କରିଛନ୍ତି।

ପ୍ରାଥମିକ ରିପୋର୍ଟ ଅନୁସାରେ ୩ଜଣ ବାଇକ୍‌ ଆରୋହୀ ଦୁର୍ବୃତ୍ତ ଟାଇଗର ଶ୍ରାଫ୍‌ଙ୍କ ଉପରକୁ ଅତି ନିକଟରୁ ଗୁଳିମାଡ଼ କରିଥିଲେ।Advertisment ପୁଲିସ କହିଛି ଯେ, ସୂଚନା ମିଳିବା ପରେ ଆମେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଥିଲୁ।

ଗୁଳିମାଡ଼ର ପଛର କାରଣ ଜଣାପଡ଼ି ନାହିଁ।

ପୁଲିସ ଟିମ୍‌ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ଛାନ୍‌ଭିନ୍‌ ଜାରି ରଖିଛି।

ଅଭିନେତା ଟାଇଗର ଶ୍ରାଫ୍‌ ସୁସ୍ଥ ଅଛନ୍ତି।

ପୁଲିସ ମାମଲାର ତଦନ୍ତ ଜାରି ରହିଛି।

ଟାଇଗର ଶ୍ରାଫ୍‌ଙ୍କ ଉପରେ ହୋଇଥିବା ଗୁଳିମାଡ଼ ପାଇଁ ବିଦେଶରେ ବସିଥିବା ଗ୍ୟାଙ୍ଗଷ୍ଟର ଅନିଲ ପଣ୍ଡିତ ଏବଂ ହରମନ ସନ୍ଧୁ ନିଜକୁ ଦାୟୀ କରିଛନ୍ତି।

ସାମାଜିକ ଗଣମାଧ୍ୟମ ଜରିଆରେ ସେମାନେ ଏହି ସୂଚନା ଦେଇଛନ୍ତି।

ତେବେ ଅଭିଯୁକ୍ତକୁ ଧରିବା ପାଇଁ ମୁମ୍ବାଇ ପୁଲିସ ୧୨ଟି ଟିମ୍‌ ଗଠନ କରିଛି।

ସୂଚନାଯୋଗ୍ୟ, ଟାଇଗର ଶ୍ରାଫ୍‌ଙ୍କ ଉପରକୁ ଗୁଳିମାଡ଼ ଘଟଣା ଆଜି ସନ୍ଧ୍ୟାରେ ଘଟିଛି।

କିନ୍ତୁ ଏହା ପୂର୍ବରୁ ତାଙ୍କୁ ହତ୍ୟା ପାଇଁ ମଧ୍ୟ ଧମକ ମିଳିଥିଲା।

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)