Shot Dead: ଦୁୃର୍ବୃତ୍ତଙ୍କ ଗୁଳିମାଡ଼ରେ ମାଂସ ଦୋକାନୀ ମୃତ
"ସମ୍ବଲପୁର: ସମ୍ବଲପୁରର ବୁର୍ଲାରେ ଗୁଳିମାଡ଼।
ଦୁୃର୍ବୃତ୍ତଙ୍କ ଗୁଳିରେ ମାଂସ ଦୋକାନୀ ଅନିଶ କୁରେସୀଙ୍କର ମୃତ୍ୟୁ।
ଦୁୃର୍ବୃତ୍ତମାନେ ତାଙ୍କୁ ତିନିଟି ଗୁଳି ମାରିଛନ୍ତି।
କିର୍ବା ଛକରେ ତାଙ୍କୁ ଗୁଳି ମରା ଯାଇଛି।
ସେ ପୂର୍ବରୁ ପିସି ବ୍ରିଜରେ ମାଂସ ଦୋକାନ କରିଥିଲେ।Advertisment Fire: ଆର୍ଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ସର୍ଭର ରୁମ୍ ସମ୍ପୂର୍ଣ୍ଣ ଜଳି ପୋଡ଼ି ପାଉଁଶ "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
