Shri Mandir to set up dedicated breastfeeding room for children

ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ। ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁଙ୍କ ପାଇଁ ବ୍ୟବସ୍ଥା କରାଯିବ। ସ୍ବତନ୍ତ୍ର ଗୃହ ପାଇଁ ସ୍ଥାନ ନିରୂପଣ କରାଯାଇଥିବା ସୂଚନା ମିଳିଛି। #OdishaReligion_Shrimandir #ChildWelfare_Facility

23 August 2025 02:50 PM IST

ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ। ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁଙ୍କ ପାଇଁ ବ୍ୟବସ୍ଥା କରାଯିବ। ସ୍ବତନ୍ତ୍ର ଗୃହ ପାଇଁ ସ୍ଥାନ ନିରୂପଣ କରାଯାଇଥିବା ସୂଚନା ମିଳିଛି। #OdishaReligion_Shrimandir #ChildWelfare_Facility

Disclaimer: This content has been automatically aggregated from televison for informational purposes. To read the original article, please visit televison.