Social Security Pension Odisha: ଭତ୍ତାକୁ ଅପେକ୍ଷା କରିଥିବା ହିତାଧିକାରୀଙ୍କ ପାଇଁ ଖୁସି ଖବର! ଆଜିଠୁ ମିଳିବ ୨ ମାସର ବକେୟା ଟଙ୍କା

Nov 25, 2026 - 08:41
Social Security Pension Odisha: ଭତ୍ତାକୁ ଅପେକ୍ଷା କରିଥିବା ହିତାଧିକାରୀଙ୍କ ପାଇଁ ଖୁସି ଖବର! ଆଜିଠୁ ମିଳିବ ୨ ମାସର ବକେୟା ଟଙ୍କା

ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଇବାକୁ ଅପେକ୍ଷା କରିଥିବା ଯୋଗ୍ୟ ହିତାଧିକାରୀଙ୍କ ପାଇଁ ଖୁସି ଖବର।

ଆଜିଠୁ ମିଳିବ ବକେୟା ଭତ୍ତା।

ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଅଧୀନରେ ବ୍ୟାଙ୍କ ମାଧ୍ୟମରେ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ଅକ୍ଟୋବର ଓ ନଭେମ୍ବର ମାସର ଭତ୍ତା ଟଙ୍କା ପ୍ରଦାନ କରାଯିବ।

Advertisment ରାଜ୍ୟର ପ୍ରତି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଏବଂ ୱାର୍ଡ ଅଫିସରେ ଏହି ଭତ୍ତା ବଣ୍ଟନ କରାଯିବ।

ତେବେ ପୂର୍ବଭଳି ଭତ୍ତା ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ।

ସେହିପରି ନୂଆ କରି ଯୋଗ୍ୟ ବିବେଚିତ ହୋଇଥିଲେ ମଧ୍ୟ ରାଜ୍ୟ, ଜିଲ୍ଲା କିମ୍ବା ବ୍ଲକ୍ ସ୍ତରୀୟ କାର୍ଯ୍ୟକ୍ରମରେ ଯେଉଁମାନେ ଏଯାଏଁ ଭତ୍ତା ପାଇନାହାନ୍ତି, ସେମାନଙ୍କୁ ମଧ୍ୟ ଆଜି ଭତ୍ତା ପ୍ରଦାନ କରାଯିବ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)