Sujata Karthikeyan Joins BJD: ବିଡେଜିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ

Jun 25, 2026 - 12:48
Sujata Karthikeyan Joins BJD: ବିଡେଜିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ

ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ଦଳରେ ଯୋଗ ଦେଲେ ସାମିଲ। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ବିଜେଡିରେ ମିଶିଛନ୍ତି। ଏହି ଯୋଗଦାନକୁ ନେଇ ରାଜନୈତିକ ମହଳରେ ଚର୍ଚ୍ଚା ଜୋର ଧରିଛି।