The Commissionerate Police: ପୁଲିସ ଅଧିକାରୀଙ୍କ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଆଣିଲା କମିସନରରେଟ ପୁଲିସ

Sep 21, 2026 - 11:18
The Commissionerate Police: ପୁଲିସ ଅଧିକାରୀଙ୍କ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଆଣିଲା କମିସନରରେଟ ପୁଲିସ

"ଭୁବନେଶ୍ବର: ପୁଲିସ ଅଧିକାରୀଙ୍କ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଆଣିଲା କମିସନରରେଟ ପୁଲିସ।

ବର୍ଦିରେ ରହି ସୋସିଆଲ ମିଡିଆରେ ଫଟୋ, ଭିଡିଓ ପୋଷ୍ଟ କରିବା ମନା।

ଠିକ୍ ସେହିପରି ସମ୍ବେଦନଶୀଳ ସ୍ଥାନରେ ଡ୍ୟୁଟି ବେଳେ ଫଟୋ, ଭିଡିଓ ଉତ୍ତୋଳନ କରିପାରିବେନି ପୁଲିସ ଅଧିକାରୀ।

ଲୋକ ଭବନ, ଲୋକ ସେବା ଭବନ, ଲିଙ୍ଗରାଜ ମନ୍ଦିର ଭଳି ସ୍ଥାନରେ କଟକଣା ରହିଛି।

ହାଇକୋର୍ଟ, ଆର୍‌ବିଆଇ ଭଳି ଅନ୍ୟ ସମ୍ବେଦନଶୀଳ ସ୍ଥାନ ପାଇଁ ବି ଏହି କଟକଣା ଲାଗୁ।Advertisment ଏଥିପ୍ରତି ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ଯଦି କେହି ଏହି ନିର୍ଦ୍ଦେଶ ସତ୍ତ୍ୱେ ପୁନର୍ବାର ଏପରି ଭୁଲ କରନ୍ତି ତେବେ ସେମାନଙ୍କ ବିରୋଧରେ ଆକ୍ସନ ନିଆଯିବ ବୋଲି ପୁଲିସ କମିସନର ନିର୍ଦ୍ଦେଶ ଦେଇଛନ୍ତି।

ସ୍ପର୍ଶକାତର ସ୍ଥାନରେ  ଦାୟିତ୍ୱରେ ଥିବା ପୁଲିସ ଅଧିକାରୀ ଏଥିପ୍ରତି ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସ୍ପର୍ଶକାତର ସ୍ଥାନରେ ଡ୍ୟୁଟିରେ ଥିବା  ପୁଲିସ  ମୋବାଇଲ ବ୍ୟବହାର ଉପରେ  କଟକଣା କରାଯାଇଛି।

Cattle Rescue: ଗୋରୁ ବୋଝେଇ ପିକ୍‌ଅପ୍ ଜବତ, ୯ ଗୋରୁ ଉଦ୍ଧାର; ଚାଳକ ଓ ହେଲପର ଅଟକ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)