Truck Runs Over Bike Rider: ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା, ଖାଲରେ ପଡ଼ିଗଲେ ବାଇକ୍ ଚାଳକ, ଚଢ଼ିଗଲା ଟ୍ରକ୍

Nov 23, 2026 - 09:15
Truck Runs Over Bike Rider: ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା, ଖାଲରେ ପଡ଼ିଗଲେ ବାଇକ୍ ଚାଳକ, ଚଢ଼ିଗଲା ଟ୍ରକ୍

ରାଜଧାନୀରେ ଯୁବକଙ୍କ ଉପରେ ଚଢ଼ିଗଲା ଟ୍ରକ୍।

ଓମଫେଡ୍ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବାଇକ୍ ଚାଳକଙ୍କ ମୃତ୍ୟୁ ।

ଯୁବକ ଜଣକ ବାଇକ୍ ରେ ଯାଉଥିବା ସମୟରେ ରାସ୍ତାରେ ଥିବା ଏକ ଖାଲରେ ପଡ଼ିଯାଇଥିଲେ।

Advertisment ଏହି ସମୟରେ ପଛପଟୁ ଆସୁଥିବା ଏକ ଟ୍ରକ୍ ତାଙ୍କ ଉପରେ ଚଢ଼ିଯାଇଥିଲା।

ଫଳରେ ଘଟଣାସ୍ଥଳରେ ହିଁ ଯୁବକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ କରୁଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)