Vicepresident: ଭୁବନେଶ୍ୱରରେ ପହଞ୍ଚିଲେ ଉପରାଷ୍ଟ୍ରପତି
"ଭୁବନେଶ୍ୱର: ନିର୍ଦ୍ଧାରିତ ସମୟରେ ଆସି ଭୁବନେଶ୍ୱରରେ ଉପରାଷ୍ଟ୍ରପତି ସି ପି ରାଧାକୃଷ୍ଣନ୍ ପହଂଚିଛନ୍ତି | ଦିନିକିଆ ଗସ୍ତରେ ଉପରାଷ୍ଟ୍ରପତି ଓଡିଶା ଆସିଥିବାବେଳେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ପୋଲିସ ଡିଜି ତାଙ୍କୁ ବିମାନବନ୍ଦରରେ ସ୍ୱାଗତ କରିଛନ୍ତି | ସୂଚନା ଥାଉ କି ଓୟୁଏଟି ଓ ନାଇଜର୍ର ଦୀକ୍ଷାନ୍ତ ସମାରୋହରେ ଯୋଗଦେବାକୁ ଉପରାଷ୍ଟ୍ରପତି ସି ପି ରାଧାକୃଷ୍ଣନ୍ ଭୁବନେଶ୍ବର ଆସିଛନ୍ତି | Advertisment "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।