vigilance: ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନସ୍ପେକ୍ଟର ମୁକେଶ ମିଶ୍ର

Aug 03, 2026 - 14:43
vigilance: ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନସ୍ପେକ୍ଟର ମୁକେଶ ମିଶ୍ର

"ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନସ୍ପେକ୍ଟର।

ପରିବହନ ବିଭାଗ ଟ୍ରାଫିକ ଇନସ୍ପେକ୍ଟର ମୁକେଶ ମିଶ୍ର ।

୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ।

ଗାଡି ଚାଲାଣ ପାସ କରିଦେବାକୁ ନେଉଥିଲେ ଲାଞ୍ଚ।

କାର୍ଯ୍ୟାଳୟ ଓ ସୁନ୍ଦରଗଡ଼ ସ୍ଥିତ ବାସ ଭବନରେ ଚଢ଼ାଉ ।Advertisment ବଡ଼ଗାଁ ନିକଟରେ ନେଉଥିଲେ ଲାଞ୍ଚ  ସୁନ୍ଦରଗଡ଼ ବଡ଼ଗାଁ ନିକଟରେ ନେଉଥିଲେ ଲାଞ୍ଚ।

ମାଡ଼ି ବସିଲା ରାଉରକେଲା ଭିଜିଲାନ୍ସର ସ୍ୱତନ୍ତ୍ର ଟିମ।

ଏହି ଘଟଣା ଏବେ ସୁନ୍ଦରଗଡ଼ରେ ଚର୍ଚ୍ଚାର ବିଷୟ ହୋଇଛି।

Shravan First Monday: ଶ୍ରାବଣ ପ୍ରଥମ ସୋମବାରରେ ଗୁପ୍ତେଶ୍ୱର ପୀଠରେ ୧୫ ହଜାର କାଉଡ଼ିଆଙ୍କ ସମାଗମ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।