Vigilance:ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ କେନ୍ଦ୍ରାପଡ଼ା ଫରେଷ୍ଟ ରେଞ୍ଜର ଗିରଫ

Jul 09, 2026 - 15:29
Vigilance:ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ କେନ୍ଦ୍ରାପଡ଼ା ଫରେଷ୍ଟ ରେଞ୍ଜର ଗିରଫ

"କଟକ/କେନ୍ଦ୍ରାପଡ଼ା: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ କେନ୍ଦ୍ରାପଡ଼ା ବନାଞ୍ଚଳର ଫରେଷ୍ଟ ରେଞ୍ଜର ରବୀନ୍ଦ୍ର କୁମାର ନାୟକଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି।

ତାଙ୍କୁ ଆଜି କଟକସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଅଦାଲତରେ ହାଜର କରାଯିବ।Advertisment ଭିଜିଲାନ୍ସ ପକ୍ଷରୁ ରବୀନ୍ଦ୍ର କୁମାର ନାୟକଙ୍କ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିବା ବେଳେ ତାଙ୍କ ନିକଟରୁ ବିପୁଳ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ଠାବ କରାଯାଇଛି।

ସେଥିରେ ୨ଟି ଘର, ଯାହା ମଧ୍ୟରୁ ଗୋଟିଏ ୭,୦୩୮ ବର୍ଗଫୁଟ୍ ବିଶିଷ୍ଟ ଚାରି ମହଲା ବିଳାସପୂର୍ଣ୍ଣ ଭବନ, ୬ଟି ଦାମୀ ପ୍ଲଟ୍, ୨୮୩ ଗ୍ରାମ ସୁନା, ୨.୧୪ ଲକ୍ଷ ନଗଦ ଟଙ୍କା , ୭୬ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ଏବଂ ଗୋଟିଏ ଚାରି ଚକିଆ ଗାଡ଼ି ସାମିଲ ରହିଛି।

ଆହୁରି ପଢନ୍ତୁ:Murder: ଆମେରିକାରେ ପତ୍ନୀକୁ ହତ୍ୟା କଲା ସଫ୍ଟୱେର୍‌ ଇଞ୍ଜିନିୟର ଉକ୍ତ ସମ୍ପତ୍ତିର ଉତ୍ସ ସମ୍ପର୍କରେ ସେ ସନ୍ତୋଷଜନକ ସ୍ପଷ୍ଟୀକରଣ ଦେଇପାରି ନଥିବାରୁ କଟକ ଭିଜିଲାନ୍ସ ଥାନାରେ ମାମଲା ନଂ–୨୫/୨୦୨୬ ରୁଜୁ କରାଯାଇଛି।

ତାଙ୍କ ବିରୋଧରେ ଦୁର୍ନୀତି ନିବାରଣ ଆଇନ, ୨୦୧୮ ଅନୁଯାୟୀ ମାମଲା ଦାଖଲ ହୋଇଥିବାବେଳେ ଘଟଣାର ଅଧିକ ତଦନ୍ତ ଜାରି ରହିଛି।

ଆହୁରି ପଢନ୍ତୁ:Rohit Sharma: ଦିନିକିଆ ଲାଗି ଲଣ୍ଡନରେ ଅଭ୍ୟାସରତ ରୋହିତ କଟକ/କେନ୍ଦ୍ରାପଡ଼ା: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ କେନ୍ଦ୍ରାପଡ଼ା ବନାଞ୍ଚଳର ଫରେଷ୍ଟ ରେଞ୍ଜର ରବୀନ୍ଦ୍ର କୁମାର ନାୟକଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫକରିଛି।

ତାଙ୍କୁ ଆଜି କଟକସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଅଦାଲତରେ ହାଜର କରାଯିବ।

ଆହୁରି ପଢନ୍ତୁ:PM Modi's New Zealand Visit: ପ୍ରଥମ ଦିନରୁ ୫୭% ସାମଗ୍ରୀ ଶୁଳ୍କମୁକ୍ତ; ମୋଦୀଙ୍କ ଗସ୍ତ ପୂର୍ବରୁ ଭାରତକୁ ବଡ଼ ପ୍ରସ୍ତାବ ଦେଲା ନ୍ୟୁଜିଲାଣ୍ଡ ଭିଜିଲାନ୍ସ ପକ୍ଷରୁ ରବୀନ୍ଦ୍ର କୁମାର ନାୟକଙ୍କ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିବା ବେଳେ ତାଙ୍କ ନିକଟରୁ ବିପୁଳ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ଠାବ କରାଯାଇଛି।

ସେଥିରେ ୨ଟି ଘର, ଯାହା ମଧ୍ୟରୁ ଗୋଟିଏ ୭,୦୩୮ ବର୍ଗଫୁଟ୍ ବିଶିଷ୍ଟ ଚାରି ମହଲା ବିଳାସପୂର୍ଣ୍ଣ ଭବନ, ୬ଟି ଦାମୀ ପ୍ଲଟ୍, ୨୮୩ ଗ୍ରାମ ସୁନା, ୨.୧୪ ଲକ୍ଷ ନଗଦ ଟଙ୍କା , ୭୬ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ଏବଂ ଗୋଟିଏ ଚାରି ଚକିଆ ଗାଡ଼ି ସାମିଲ ରହିଛି।

ଆହୁରି ପଢନ୍ତୁ:Rapecase:୪ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ,ଥାନାରେ ଏତଲା ଉକ୍ତ ସମ୍ପତ୍ତିର ଉତ୍ସ ସମ୍ପର୍କରେ ସେ ସନ୍ତୋଷଜନକ ସ୍ପଷ୍ଟୀକରଣ ଦେଇପାରି ନଥିବାରୁ କଟକ ଭିଜିଲାନ୍ସ ଥାନାରେ ମାମଲା ନଂ–୨୫/୨୦୨୬ ରୁଜୁ କରାଯାଇଛି।

ତାଙ୍କ ବିରୋଧରେ ଦୁର୍ନୀତି ନିବାରଣ ଆଇନ, ୨୦୧୮ ଅନୁଯାୟୀ ମାମଲା ଦାଖଲ ହୋଇଥିବାବେଳେ ଘଟଣାର ଅଧିକ ତଦନ୍ତ ଜାରି ରହିଛି।"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।