Warning for 8 districts due to fog: କୁହୁଡ଼ି ପାଇଁ ୮ ଜିଲ୍ଲାକୁ ୱାର୍ଣ୍ଣିଂ

Nov 26, 2026 - 08:08
Warning for 8 districts due to fog: କୁହୁଡ଼ି ପାଇଁ ୮ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ବର: ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ତାପମାତ୍ରା ୨ରୁ ୫ ଦିନ ହ୍ରାସ ପାଇବ।

ପରବର୍ତ୍ତୀ ସମୟରେ ଏଥିରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ତେବେ ୨୬ ଓ ୨୭ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର , କନ୍ଧମାଳ , ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହୋଇପାରେ।

ତାହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Advertisment Protest: ଅନ୍ବେଷାରେ ୧୧ବର୍ଷ କାମ ପରେ ଅଚାନକ ଚାକିରିରୁ ବିଦା ଏଥିସହ ଜଗତ୍‌ସିଂହପୁର, ଅନୁଗୋଳ, ଢେଙ୍କାନାଳ , ପୁରୀ , ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ କୁହୁଡ଼ି ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି।

ଝା‌ରସୁଗୁଡ଼ା ଓ ଦେବଗଡ଼ରେ ୧୫.୬ ଡିଗ୍ରି ରହିଥିଲା।

କୋରାପୁଟରେ ୧୬.୪ ଡିଗ୍ରି ରେକର୍ଡ ହୋଇଥିଲା।

Demad: ଏକାଧିକ ଦାବି ନେଇ ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)