Woman Traffic Constable Shubhamitra Sahu Missing from Bhubaneswar for a Week

ମହିଳା ଟ୍ରାଫିକ୍ କନଷ୍ଟେବଳ ନିଖୋଜ ଭୁବନେଶ୍ବରରୁ ମହିଳା ଟ୍ରାଫିକ୍ କନଷ୍ଟେବଳ ନିଖୋଜ । ସପ୍ତାହେ ହେବ ନିଖୋଜ ଅଛନ୍ତି ମହିଳା ଟ୍ରାଫିକ୍ କନଷ୍ଟେବଳ ଶୁଭମିତ୍ରା ସାହୁ । କ୍ୟାପିଟାଲ ଥାନା ଅନ୍ତର୍ଗତ ସୂର୍ଯ୍ୟନଗରରୁ ସେ ନିଖୋଜ ହୋଇଯାଇଛନ୍ତି ।

12 September 2025 03:10 PM IST

ମହିଳା ଟ୍ରାଫିକ୍ କନଷ୍ଟେବଳ ନିଖୋଜ ଭୁବନେଶ୍ବରରୁ ମହିଳା ଟ୍ରାଫିକ୍ କନଷ୍ଟେବଳ ନିଖୋଜ । ସପ୍ତାହେ ହେବ ନିଖୋଜ ଅଛନ୍ତି ମହିଳା ଟ୍ରାଫିକ୍ କନଷ୍ଟେବଳ ଶୁଭମିତ୍ରା ସାହୁ । କ୍ୟାପିଟାଲ ଥାନା ଅନ୍ତର୍ଗତ ସୂର୍ଯ୍ୟନଗରରୁ ସେ ନିଖୋଜ ହୋଇଯାଇଛନ୍ତି ।

Disclaimer: This content has been automatically aggregated from televison for informational purposes. To read the original article, please visit televison.