Worms Found in Hostel Food : ହଷ୍ଟେଲ ଖାଦ୍ୟରେ ପୋକ, ଖାଦ୍ୟର ମାନ ଯାଞ୍ଚ କରି ପଦକ୍ଷେପ ନେବାକୁ ଦାବି

Nov 21, 2026 - 14:22
Worms Found in Hostel Food : ହଷ୍ଟେଲ ଖାଦ୍ୟରେ ପୋକ, ଖାଦ୍ୟର ମାନ ଯାଞ୍ଚ କରି ପଦକ୍ଷେପ ନେବାକୁ ଦାବି

ହଷ୍ଟେଲ ଖାଦ୍ୟରେ ପୋକ।

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ମା ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟର ନାଗାବଳୀ ଛାତ୍ରୀ ନିବାସର ଖାଦ୍ୟରୁ ପୋକ ବାହାରିଥିବା ଅଭିଯୋଗ ହୋଇଛି।

ହଷ୍ଟେଲର ଖାଦ୍ୟର ମାନ ଓ ସ୍ୱଚ୍ଛତା ଯାଞ୍ଚ କରିବା ସହ ତୁରନ୍ତ ପଦକ୍ଷେପ ନେବାକୁ ଦାବି କରିଛନ୍ତି ହଷ୍ଟେଲ ଛାତ୍ରୀ।

Advertisment ସେପଟେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଅଭିଯୋଗକୁ ଖଣ୍ଡନ କରିଛନ୍ତି।

ଏବଂ ଯଦି ଅଭିଯୋଗ ସତ ହୁଏ ତେବେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)