ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

Jul 25, 2026 - 12:55
ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି। ୨୭ ତାରିଖରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଅନାସ୍ଥା ଆସିବା ପରେ ମୁହଁ ଖୋଲିଛନ୍ତି ଚାମେଲି।

ସେ କହିଛନ୍ତି, ଆକ୍ରୋଶ ରଖି ମୋ’ ବିରୋଧରେ ଏପରି ଅନାସ୍ଥା ଅଣାଯାଇଛି। ଓ୍ବାର୍ଡମେମ୍ବରମାନଙ୍କୁ ଧମକାଇ ଚମକାଇ ଦସ୍ତଖତ ନିଆଯାଇଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।