ଆଜି ନୂଆଁଖାଇ, ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି

Sep 15, 2026 - 08:22
ଆଜି ନୂଆଁଖାଇ, ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି

ନନ୍ଦିଘୋଷ ବ୍ୟୁରୋ :  ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଚଳଚଞ୍ଚଳ ପଶ୍ଚିମ ଓଡ଼ିଶାର ଗାଁଠୁ ସହର। ଦୁଇଦିନ ଧରି ଚଳଚଞ୍ଚଳ ରହିବ ପଶ୍ଚିମ ଓଡ଼ିଶା । ପଶ୍ଚିମ ଓଡ଼ିଶାର ଇଷ୍ଟ ଦେବୀ ମା ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଲାଗି ହେବା ପରେ ଘରେ ଘରେ ନୂଆଁ ଖାଇବେ ପଶ୍ଚିମ ଓଡ଼ିଶାବାସୀ । ସେଥପାଇଁ ମାଆ ସମଲେଶ୍ୱରୀଙ୍କ ନିକଟରେ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି l ପୂର୍ବ ନିର୍ଦ୍ଧାରିତ ଲଗ୍ନ ଅନୁସାରେ ଆଜି ସକାଳ ୯ ଟା ୪୦ ମିନିଟରୁ ୯ ଟା ୫୪ ମିନିଟ୍ ମଧ୍ୟରେ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ହେବ । ତେଣୁ ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି ପ୍ରସ୍ତୁତି । ସମସ୍ତେ ନୂଆଁଖାଇ ସାରିଲା ପରେ ଜମିବ ସାଂସ୍କୃତିକ କାର୍ଯ୍ୟକ୍ରମର ଆସର ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)