ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୧୩ ମୃତ

Jun 13, 2026 - 17:48
ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୧୩ ମୃତ
ପାକିସ୍ତାନ ଆଫଗାନିସ୍ତାନର ସୀମାବର୍ତ୍ତୀ ଅଞ୍ଚଳରେ ଏୟାରଷ୍ଟ୍ରାଇକ୍ କରିଛି । ଯାହାକୁ ନେଇ ଆନ୍ତର୍ଜାତୀୟ ସ୍ତରରେ ଆଲୋଚନା ଆରମ୍ଭ କରିଛି । ଏହି ଆକ୍ରମଣରେ ୧୧ ଜଣ ପିଲାଙ୍କ ସମେତ ୧୩ ଜଣ ଲୋକଙ୍କ ମୃତ୍ୟୁ ଘଟିଛି ଏବଂ ୧୪ ଜଣ ଗମ୍ଭୀର ଭାବେ ଆହତ ହୋଇଛନ୍ତି । ଆଫଗାନିସ୍ତାନ ସରକାର ପାକିସ୍ତାନର ଏହି କାର୍ଯ୍ୟକୁ କଡ଼ା ନିନ୍ଦା କରିବା ସହ ଏହାକୁ ଅନ୍ତର୍ଜାତୀୟ ନିୟମର ଉଲ୍ଲଂଘନ ବୋଲି କହିଛି ।Pakistan airstrike on Afghanistan, 13 dead

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ Odia OneIndia ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।