ଆସନ୍ତା ୯ରେ ଖୋଲିବ ହୀରାକୁଦ ଡ୍ୟାମ୍ ଗେଟ୍, ନିଷ୍କାସିତ ହେବ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ

Jul 06, 2026 - 18:17
ଆସନ୍ତା ୯ରେ ଖୋଲିବ ହୀରାକୁଦ ଡ୍ୟାମ୍ ଗେଟ୍, ନିଷ୍କାସିତ ହେବ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ

ସମ୍ବଲପୁର: ଆସନ୍ତା ୯ରେ ଖୋଲିବ ହୀରାକୁଦ ଡ୍ୟାମ୍ ଗେଟ୍। ହୀରାକୁଦ ଡ୍ୟାମ୍ ରୁ ନିଷ୍କାସିତ ହେବ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ। ୦୯ ତାରିଖ ଦିନ ୧୧ଟାରେ ଗେଟ୍ ଖୋଲାଯିବା ନେଇ କର୍ତ୍ତୃପକ୍ଷଙ୍କ ସୂଚନା। ଉପର ମୁଣ୍ଡରେ ବର୍ଷା ଯୋଗୁଁ କ୍ରମାଗତ ଭାବରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଛି । ଗୁରୁବାର ଦିନ ୧୧ଟାରେ ଡ୍ୟାମ୍‌ର ଗେଟ୍ ଖୋଲାଯିବ, ତେଣୁ  ମହାନଦୀ ତଳିଆ ଅଞ୍ଚଳରେ ସତର୍କ ରହିବା ପାଇଁ ଜଳ ସମ୍ପଦ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAKALA - ସକାଳ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।