ଉନ୍ନୟନମୂଳକ ପ୍ରକଳ୍ପର ଲୋକାର୍ପଣ
ଏହି ଅବସରରେ ବିଶ୍ୱବିଦ୍ୟାଳୟର ଦକ୍ଷିଣ କ୍ୟାମ୍ପସରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ଭିତ୍ତିଭୂମିର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ। ଉଚ୍ଚଶିକ୍ଷା, ଗବେଷଣା ତଥା ଯୁବପିଢ଼ିଙ୍କ ଦକ୍ଷତା ବିକାଶ ଦିଗରେ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ।
/sambad/media/media_files/2026/11/06/new-project-2026-11-06-16-22-22.jpg)
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝରରେ ବୈଷୟିକ ବାଣିଜ୍ୟିକ ପ୍ରତିଷ୍ଠାନର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସ୍ଥାନୀୟ ଯୁବପିଢ଼ିଙ୍କୁ ନିଯୁକ୍ତିକ୍ଷମ ତଥା ଆତ୍ମନିର୍ଭରଶୀଳ କରିବା ଏବଂ ଅର୍ଥନୈତିକ ବିକାଶକୁ ତ୍ୱରାନ୍ୱିତ କରିବା ଏହାର ମୁଖ୍ୟ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
