କିରୋସିନି ଢାଳି ଯୁବତୀଙ୍କ ଆତ୍ମହତ୍ୟା

Jul 15, 2026 - 12:05
କିରୋସିନି ଢାଳି ଯୁବତୀଙ୍କ ଆତ୍ମହତ୍ୟା

ବ୍ରହ୍ମପୁର : କିରୋସିନ ଢାଳି ନିଜକୁ ଜାଳିଦେଲେ ପୁଣି ଜଣେ ଯୁବତୀ । ଆଜି ସକାଳେ ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗର ଲେନ୍-୫ରେ ଘଟିଛି ଏଭଳି ଏକ ଦାରୁଣ ଘଟଣା । ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ ଯୁବତୀ ହେଲେ ରାଜେଶ୍ୱରୀ । ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପୁଲିସ ଏନେଇ ତଦନ୍ତ ଆରମ୍ଭ କରିଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।