ଗିରଫ ହେଲେ ଟିଏମସିର ପୁଷ୍ପା, ବିଦେଶ ଫେରାର ହେବାକୁ କରୁଥିଲେ ଯୋଜନା
Jun 13, 2026 - 17:48

ଫାଲଟାରୁ ଟିଏମସି ପ୍ରାର୍ଥୀ ଜାହାଙ୍ଗୀର ଖାନଙ୍କୁ ଗିରଫ କରିଛି ଏସଟିଏଫ । ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ (STF) ନେପାଳ ସୀମା ପାଖରୁ ତାଙ୍କୁ ଗିରଫ କରିଛି । ବିଦେଶ ଫେରାର ହେବା ନେଇ ଯୋଜନା କରୁଥିଲେ ଜାହାଙ୍ଗୀର ଖାନ । TMCs Pushpa arrested, planning to return abroad
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ Odia OneIndia ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।