ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଲହରୀ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ
ନୂଆଦିଲ୍ଲୀ,୧୮।୭: ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶନିବାର ଘୋଷଣା କରାଯାଇଛି। ରାଜ କୁମାର ରାଓ ଅଭିନୀତ ଶ୍ରୀକାନ୍ତ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ମନୋନୀତ ହୋଇଛି।
ମାମୁଟ୍ଟି ଏବଂ କାର୍ତ୍ତିକ ଆର୍ଯ୍ୟନ ଶ୍ରେଷ୍ଠ ଅଭିନେତା ଭାବେ ମନୋନୀତ ହୋଇଛନ୍ତି। ଆର୍ଟିକିଲ-୩୭୦ ପାଇଁ ୟାମି ଗୌତମଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଘୋଷଣା କରାଯାଇଛି। ଏପରିକି ଅମର୍ତ୍ତ୍ୟ ଭଟ୍ଟାଚାର୍ଯ୍ୟଙ୍କ ନିର୍ଦ୍ଦେଶିତ ଲହରୀ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ବାଜି ମାରିଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।