ଜୁଲାଇ ୧୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଭୁବନେଶ୍ବର,୧୦/୭ : ଆସନ୍ତା ସୋମବାର ଜୁଲାଇ ୧୩ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି" କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ କାର୍ଯ୍ୟ ଅବାରୁ ଆସନ୍ତା ସୋମବାର ୧୩ତାରିଖରେ ‘ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତି ଅଭିଯୋଗ ଶୁଣାଣିର ତାରିଖ ଜନ ସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।