ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

Jul 25, 2026 - 11:57
ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ ୨୧ ଜଣ ତାଙ୍କ ନାଁରେ ଅନାସ୍ଥା ଆଣିଛନ୍ତି। ଅନାସ୍ଥା ଆଗତ ହେବା ପରେ ୨୭ ତାରିଖ ଅପରାହ୍ନ ୩.୩୦ରେ ସମସ୍ତ ସଭ୍ୟ ଜିଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।