ଦୁର୍ଗାପୂଜା ପାଇଁ ଆଗୁଆ ମିଳିବ ଦରମା

ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।

24 September 2025 04:55 PM IST
ଦୁର୍ଗାପୂଜା ପାଇଁ ଆଗୁଆ ମିଳିବ ଦରମା

ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।

good news for government employees today, pic credit- @CMO_Odisha

ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା (salary)। ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।

ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ଯ୍ୟ ଦିବସରେ ଦରମା (salary) ମିଳୁଥିବା ବେଳେ, ଦୁର୍ଗାପୂଜା ପାଇଁ ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ।

ଦଶହରା ପରି ପାର୍ବଣ ୠତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ GST 2.0 ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା (salary) ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରକାଶ ଥାଉ ଯେ, ଦୁର୍ଗାପୂଜା ପାଇଁ ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା (salary)। ସେପ୍ଟେମ୍ବର ମାସର ଦରମାକୁ ୨୬ ତାରିଖରେ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ।

@CMO_Odisha

Disclaimer: This content has been automatically aggregated from କୃଷି ଜାଗରଣ for informational purposes. To read the original article, please visit କୃଷି ଜାଗରଣ.