ନଭେମ୍ବର ୧୪ରୁ ଏସିଆ ରଗ୍‌ବୀ ଏମିରେଟ୍ସ

Nov 12, 2026 - 22:41
ନଭେମ୍ବର ୧୪ରୁ ଏସିଆ ରଗ୍‌ବୀ ଏମିରେଟ୍ସ
Gallery

ନଭେମ୍ବର ୧୪ରୁ ଏସିଆ ରଗ୍‌ବୀ ଏମିରେଟ୍ସ

ନଭେମ୍ବର ୧୪ ଓ ୧୫ ତାରିଖରେ କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍ -୨୦୨୬ ଅନୁଷ୍ଠିତ ହେବ।ଏସିଆ ରଗବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍ -୨୦୨୬ରେ ଅଂଶଗ୍ରହଣ କରିଥିବା ବିଭିନ୍ନ ଦେଶର କ୍ରୀଡ଼ାବିତ୍‌ମାନେ ଭୁବନେଶ୍ୱର ଠାରେ ପହଞ୍ଚିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)