ନିର୍ମାଣଧୀନ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଦୁଇ ମୃତ, ଜଣେ ଗୁରୁତର
"କୋରାପୁଟ: କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ ଚାନ୍ଦିଲି ଗାଁରେ ଘଟିଛି ଅଭାବନୀୟ ଘଟଣା ।
ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି ।Advertisment ଅଧିକ ପଢନ୍ତୁ: Elephant Attack: ହାତୀ ଆକ୍ରମଣରେ ୧୬ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଉତ୍ତେଜନା ଗୁରୁତର ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ତେବେ ମୃତକଙ୍କ ମଧ୍ୟରେ ଜଣେ ହେମନ୍ତ ଠାକୁର ଏବଂ ଅନ୍ୟ ଜଣେ ହରଣ ପ୍ରତ୍ୟାଶା ଥିବା ଜଣାପଡିଛି।
ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।