ପଶ୍ଚିମବଙ୍ଗ ସରକାରୀ କାର୍ଯ୍ୟରେ ବଙ୍ଗଳା ଭାଷା ବାଧ୍ୟତାମୂଳକ ହେବ
କୋଲକାତା, ୨୧ା୭: ପଶ୍ଚିମବଙ୍ଗ ସରକାର ଆସନ୍ତା ସେପ୍ଟେମ୍ବର ୧ରୁ ସମସ୍ତ ପ୍ରଶାସନିକ କାର୍ଯ୍ୟରେ ବଙ୍ଗଳା ଭାଷାକୁ ବାଧ୍ୟତାମୂଳକ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଏକ ଚିଠିକୁ ଆଧାର କରି ସରକାର ଏହି ନୂଆ ନୀତି ଘୋଷଣା କରିଛନ୍ତି। ଏଣିକି ସରକାରୀ ବିଭାଗଗୁଡ଼ିକର ସମସ୍ତ ଚିଠିପତ୍ର ଏବଂ ପ୍ରଶାସନିକ ଆଦେଶ ବଙ୍ଗଳା ଭାଷାରେ କରାଯିବ ଏବଂ କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗ କ୍ଷେତ୍ରରେ ଇଂଲିଶ ବଦଳରେ ବଙ୍ଗଳା ଏବଂ ହିନ୍ଦୀ ଭାଷାର ବ୍ୟବହାର ହେବ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।