ପୁଣି ଆଖିବୁଜିଲେ ଓଡିଆ ଚଳଚ୍ଚିତ୍ର ଜଗତର ଆଉ ଜଣେ ପ୍ରଖ୍ୟାତ ଗୀତିକାର ଓ ନାଟ୍ୟକାର ପଦ୍ମଶ୍ରୀ ବିନୋଦ ପଶାୟତ...

ପଶ୍ଚିମ ଓଡ଼ିଶାର ପ୍ରଖ୍ୟାତ ଗୀତିକାର ଓ ନାଟ୍ୟକାର ପଦ୍ମଶ୍ରୀ ବିନୋଦ ପଶାୟତ ଆଉ ନାହାନ୍ତି। ଆଜି ସକାଳେ ସମ୍ବଲପୁର ସେନ୍ ପାର୍କ୍ ସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା। ପରଲୋକ

20 August 2025 02:20 PM IST

ପଶ୍ଚିମ ଓଡ଼ିଶାର ପ୍ରଖ୍ୟାତ ଗୀତିକାର ଓ ନାଟ୍ୟକାର ପଦ୍ମଶ୍ରୀ ବିନୋଦ ପଶାୟତ ଆଉ ନାହାନ୍ତି। ଆଜି ସକାଳେ ସମ୍ବଲପୁର ସେନ୍ ପାର୍କ୍ ସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା। ପରଲୋକ

Disclaimer: This content has been automatically aggregated from ଓଡ଼ିଶା ଭାସ୍କର for informational purposes. To read the original article, please visit ଓଡ଼ିଶା ଭାସ୍କର.