ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ
ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସେ ସ୍ବେଚ୍ଛାକୃତ ଭାବରେ ଇସ୍ତଫା ଦେଇଥିଲେ ଏବଂ ଏପରି କରିବାର କାରଣ ବ୍ୟାଖ୍ୟା କରିଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ସେ ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ କରନ୍ତି।
Dharitri – Odisha’s No.1, Most Trusted Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।