ବାଆଁରାଠାରେ ଜଗତଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Aug 03, 2026 - 20:01
ବାଆଁରାଠାରେ ଜଗତଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କରୁଛନ୍ତି ରାଷ୍ଟ୍ରପତି  ଦ୍ରୌପଦୀ ମୁର୍ମୁ
କଟକ ଜିଲ୍ଲାର ବାଆଁରାଠାରେ ଜଗତଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କରୁଛନ୍ତି ରାଷ୍ଟ୍ରପତି  ଦ୍ରୌପଦୀ ମୁର୍ମୁ । ଉପସ୍ଥିତ ଅଛନ୍ତି ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ୱାମୀ ମୁକୁନ୍ଦାନନ୍ଦ । ​​​​​​​

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।