ବାଜି ରାଉତଙ୍କ ଜନ୍ମମାଟିରେ ତ୍ରିରଙ୍ଗା ପଦଯାତ୍ରା
/sambad/media/media_files/2026/08/14/dp-2026-08-14-22-18-49.jpg)
/sambad/media/media_files/2026/08/14/dp2-2026-08-14-22-19-22.jpg)
ଓଡ଼ିଶାକୁ ବିକଶିତ କରିବାର ଲକ୍ଷ୍ୟ
ସେ କହିଛନ୍ତି, ବିପ୍ଳବୀ ସାରଙ୍ଗଧର ଦାସ, ବୀର ବୈଷ୍ଣବ ପଟ୍ଟନାୟକ, ମୂଷା ମଲ୍ଲିକ, ମହେଶ ଚନ୍ଦ୍ର ସୁବାହୁ ସିଂହ ଓ ପବିତ୍ର ମୋହନ ପ୍ରଧାନଙ୍କ ଭଳି ମହାନୁଭବଙ୍କ ଅତୁଳନୀୟ ତ୍ୟାଗ ଓ ବଳିଦାନ ବଳରେ ଇଂରେଜ ଶାସନ ବିରୋଧରେ ଏହି ଅଞ୍ଚଳ ସ୍ୱାଧୀନତା ସଂଗ୍ରାମର ପ୍ରମୁଖ କେନ୍ଦ୍ର ପାଲଟିଥିଲା। ଆମେ ସ୍ୱାଧୀନତାର ୧୦୦ ବର୍ଷ ପୂର୍ତ୍ତି ଆଡ଼କୁ ଅଗ୍ରସର ହେଉଥିବା ବେଳେ ଢେଙ୍କାନାଳ ଓ ଓଡ଼ିଶାକୁ ବିକଶିତ କରିବାର ଲକ୍ଷ୍ୟ ନେଇ ଆଗକୁ ବଢ଼ିବା।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
