ବ୍ରହ୍ମପୁରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Aug 04, 2026 - 22:55
ବ୍ରହ୍ମପୁରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବ୍ରହ୍ମପୁର : ବ୍ରହ୍ମପୁରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବ୍ରହ୍ମପୁର ରେଳଷ୍ଟେସନ ୪ ନମ୍ବର ପ୍ଲାଟଫର୍ମରେ ପଂହଚିବା ପରେ ଗଞ୍ଜାମର ୧୦ଟି ଲୋକକଳା ସେମାନଙ୍କ ନୃତ୍ୟ ମାଧ୍ୟମରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି। ତାଙ୍କ ସାଥିରେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି। ବ୍ରହ୍ମପୁରରୁ କାରରେ ତପ୍ତପାଣି ଅଭିମୁଖେ ରାଷ୍ଟ୍ରପତି। କଡ଼ା ସୁରକ୍ଷା ମଧ୍ୟରେ ବ୍ରହ୍ମପୁରରେ ପହଞ୍ଚିଲେ।ମା’ କନ୍ଧୁଣୀ ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କରିବେ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।