ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ
ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ ପ୍ରକାଶ କରିଛନ୍ତି।
ଏହା ପୂର୍ୱ ଭାରତରେ SEBIର ପ୍ରଥମ କାର୍ଯ୍ୟାଳୟ ହେବ। କିଛି ମାସ ମଧ୍ୟରେ ଆଞ୍ଚଳିକ କାର୍ଯ୍ୟାଳୟ ଆରମ୍ଭ ହେବ ବୋଲି ଅଧ୍ୟକ୍ଷ ପାଣ୍ଡେ କହିଛନ୍ତି।
The post ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ appeared first on Dharitri Odia News.
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।