ମା ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ, ଏହାପରେ ପଶ୍ଚିମ ଓଡ଼ିଶାବାସୀ ଏକାଠି ନୂଆ ଖାଇବେ
#ମା_ସମଲେଶ୍ୱରୀଙ୍କ_ପାଖରେ_ଲାଗି_ହେଲା_ନବାନ୍ନ ନୂଆଁଖାଇ ପାଇଁ ଚଳଚଞ୍ଚଳ ସାରା ପଶ୍ଚିମ ଓଡ଼ିଶା। ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ। ପୂର୍ବ ନିର୍ଦ୍ଧାରିତ ସମୟରେ ଇଷ୍ଟଦେବୀଙ୍କ ପାଖରେ ରୀତିନୀତି ଅନୁସାରେ ନବାନ୍ନ ଲାଗି ହୋଇଛି।

Disclaimer: This content has been automatically aggregated from ଓଡ଼ିଶା ଭାସ୍କର for informational purposes. To read the original article, please visit ଓଡ଼ିଶା ଭାସ୍କର.
Home