ମୀନାକ୍ଷୀଙ୍କ ପ୍ରାର୍ଥିପତ୍ର ଖାରଜ, କଂଗ୍ରେସକୁ ଝଟ୍‌କା

Jun 13, 2026 - 17:48
ମୀନାକ୍ଷୀଙ୍କ ପ୍ରାର୍ଥିପତ୍ର ଖାରଜ, କଂଗ୍ରେସକୁ ଝଟ୍‌କା
ମଧ୍ୟପ୍ରଦେଶ ରାଜ୍ୟସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। ରାଜ୍ୟର ତିନିଟି ଆସନ ପାଇଁ ଜୁନ୍ ୧୮ରେ ଭୋଟ ଗ୍ରହଣ ହେବାକୁ ଯାଉଛି। ଏହି ନିର୍ବାଚନ ପାଇଁ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ ହୋଇଥିବା ବରିଷ୍ଠ ନେତ୍ରୀ ମୀନାକ୍ଷୀ ନଟରାଜନଙ୍କ ପ୍ରାର୍ଥିପତ୍ରକୁ ନିର୍ବାଚନ ଅଧିକାରୀ ଖାରଜ କରିଦେଇଛନ୍ତି। Meenakshis nomination rejected, shock to Congress

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ Odia OneIndia ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।