ଶେଖ ହାସିନାଙ୍କ ବଡ଼ ଘୋଷଣା: ଏହିଦିନ ଫେରିବେ ସ୍ବଦେଶ

Jul 10, 2026 - 14:06
ଶେଖ ହାସିନାଙ୍କ ବଡ଼ ଘୋଷଣା: ଏହିଦିନ ଫେରିବେ ସ୍ବଦେଶ

ଢାକା,୧୦।୭: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ ଡିସେମ୍ବରରେ ସେ ବାଂଲାଦେଶ ଫେରିବେ ଏବଂ ସେଠାରେ ପହଞ୍ଚି କୋର୍ଟରେ ଆତ୍ମସମର୍ପଣ କରିବେ। ଶେଖ ହାସିନା ଆହୁରି ମଧ୍ୟ କହିଛନ୍ତି ଯେ, ଦେଶକୁ ଫେରିଲେ ତାଙ୍କୁ ଗିରଫ କରାଯାଇପାରେ, ଏପରିକି ତାଙ୍କୁ ହତ୍ୟା ମଧ୍ୟ କରାଯାଇପାରେ ବୋଲି ସେ ଭଲ ଭାବେ ଜାଣିଛନ୍ତି। ହେଲେ ଏହା ସତ୍ତ୍ୱେ ବି ସେ ନିଜ ଦେଶକୁ ଫେରିବେ।

Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।