ସବୁଠାରୁ ଦୀର୍ଘକାଳୀନ ପ୍ରଧାନମନ୍ତ୍ରୀ ହେବା ପରେ ମୋଦୀ କହିଲେ, "ଜନସେବା ହିଁ ସୁଶାସନର ସବୁଠାରୁ ବଡ଼ ପରୀକ୍ଷା"

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଦିନ ଦେଶର ରାଜନୈତିକ ଇତିହାସରେ ଏକ ବଡ଼ ସଫଳତା ହାସଲ କରିଛନ୍ତି । ଭାରତୀୟ ସମ୍ବିଧାନ ଲାଗୁ ହେବା ପରଠାରୁ ସେ ଦେଶର ସବୁଠାରୁ ଦୀର୍ଘ ସମୟ ଧରି ନିରବଚ୍ଛିନ୍ନ ଭାବେ ଦାୟିତ୍ୱ ତୁଲାଇଥିବା ପ୍ରଧାନମନ୍ତ୍ରୀ ହେବାର ଗୌରବ ଅର୍ଜନ କରିଛନ୍ତି ।After becoming the longest-serving Prime Minister, Modi said, Public service is the greatest test of good governance.
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ Odia OneIndia ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।